Author: Sarasinee Subudhi

ହାଲୁକା ହେବ ଶିକ୍ଷକଙ୍କ ଅଣ-ଶିକ୍ଷା କାର୍ଯ୍ୟ ବୋଝ। ରାଜ୍ୟର ଶିଶୁବାଟିକାଗୁଡ଼ିକରେ ନିଯୁକ୍ତ ହେବେ ‘ଶିଶୁ ସେବିକା’। ଶିଶୁ ସେବିକା ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି । ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା କାର୍ଯ୍ୟର ବୋଝ ହାଲ୍‍କା କରିବାରେ ସହାୟକ ହେବେ । ସେମାନେ ପିଲାଙ୍କ ହାତଧୂଆ, ଖାଇବା, ଟଏଲେଟ୍‌ ଯିବାରେ ସହଯୋଗ କରିବେ । ପିଲା କାନ୍ଦିଲେ କିମ୍ବା ଅଝଟ ହେଲେ ସେମାନଙ୍କୁ ବୁଝାଇବେ । ଏହା ସହିତ ପିଲାଙ୍କୁ ବହି, ଖେଳଣା ଆଦି ବିଭିନ୍ନ ସହାୟକ ଜିନିଷ ମଧ୍ୟ ଯୋଗାଇବେ । ପିଲା କୌଣସି କାରଣରୁ ଅସୁସ୍ଥ ଥିଲେ ଶିକ୍ଷକଙ୍କୁ ଏମ୍ପର୍କରେ ଅବଗତ କରିବେ ଶିଶୁ ସେବିକା । ଶିକ୍ଷକଙ୍କ ଉପରୁ ଅଣ-ଶିକ୍ଷା କାର୍ଯ୍ୟକୁ ହାଲ୍‌କା କରିବାକୁ ଲକ୍ଷ୍ୟ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ତେଣୁ ଶିକ୍ଷକମାନେ…

Read More