Author: Sarasinee Subudhi

ବଙ୍ଗୋପସାଗରରେ ସୃଷ୍ଟିହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ଯୋଗୁଁ ୬ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହା ଆଗାମୀ ୨ଦିନ ଯାଏଁ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବାର ସମ୍ଭାବନା ରହିଛି । ପ୍ରଭାବର ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ପାଇଁ ଉତ୍ତର ଓଡିଶାରେ ପୁଣି ବନ୍ୟା ସ୍ଥିତି ଉପୁଜିପାରେ । ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖାରେ ପୁଣି ବନ୍ୟା ଆସିବାର ଆଶଙ୍କା ରହିଛି । ଆଜି ପାଇଁ ୪ ଜିଲ୍ଲାରେ ଅତ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି କରଯାଇଛି। ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବର। ସେହିପରି ୭ ଜିଲ୍ଲାକୁ ଅରେଞ୍ଜ୍ ଓ ୧୫…

Read More