ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକଙ୍କ ପରଲୋକ

Acharya Satyendra Das: ଅଯୋଧ୍ୟାସ୍ଥିତ ଶ୍ରୀରାମ ଜନ୍ମଭୂମି ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସ ବ୍ରେନ୍ ଷ୍ଟ୍ରୋକ୍ ରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହେବାର କିଛି ଦିନ ପରେ ବୁଧବାର ତାଙ୍କର ଦେହାନ୍ତ ହୋଇଛି। ତାଙ୍କୁ ୮୫ ବର୍ଷ ହୋଇଥିଲା। ଲକ୍ଷ୍ନୌସ୍ଥିତ ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ (ଏସ୍ଜିପିଜିଆଇ) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୁଖ୍ୟ ପୂଜକଙ୍କ ମୃତ୍ୟୁ ଖବର ତାଙ୍କ ଶିଷ୍ୟ ପ୍ରଦୀପ ଦାସ ନିଶ୍ଚିତ କରିଛନ୍ତି। ପ୍ରଦୀପ … Continue reading ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକଙ୍କ ପରଲୋକ