Ayushman Bharat scheme: ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ହେବ ଶୁଭାରମ୍ଭ, ୭୦ ବର୍ଷରୁ ଅଧିକ ସମସ୍ତେ ପାଇବେ ଚିକିତ୍ସା ସୁବିଧା। ୭୦ ବର୍ଷରୁ ଅଧିକ ବୟସ୍କ ଲୋକ ଥିଲେ ପରିବାର ପିଛା ସର୍ବାଧିକ ଚିକିତ୍ସା ସୁବିଧା ୧୫ ଲକ୍ଷ ଟଙ୍କା। ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଆସନ୍ତା ଏପ୍ରିଲ ପହିଲା ଦିନ ସାରା ରାଜ୍ୟରେ ଏହି ଯୋଜନାର ଶୁଭାରମ୍ଭ ହେବ । ଏହା … Continue reading ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ଶୁଭାରମ୍ଭ
Copy and paste this URL into your WordPress site to embed
Copy and paste this code into your site to embed