୧୧ ଏପ୍ରିଲରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା: କେମିତି ପାଇବେ ସ୍ୱାସ୍ଥ୍ୟକାର୍ଡ?

AYUSHMAN BHARAT SCHEME : ଭାରତ ସରକାରଙ୍କ ବହୁ ପ୍ରତିକ୍ଷୀତ ଏହି ଯୋଜନା ଓଡ଼ିଶାରେ ଲାଗୁ ହେବାକୁ ଯାଉଛି । କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା(ଜେପି ନଡ୍ଡା) ଓଡ଼ିଶା ଗସ୍ତରେ ଆସି ଏହି ଯୋଜନାର ଶୁଭାରମ୍ଭ କରିବେ । ୧୧ ଏପ୍ରିଲ ୨୦୨୫ ଏହି ଦିନ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ । ୧ କୋଟି ୩ ଲକ୍ଷ ପରିବାରକୁ ସାମିଲ୍ … Continue reading ୧୧ ଏପ୍ରିଲରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା: କେମିତି ପାଇବେ ସ୍ୱାସ୍ଥ୍ୟକାର୍ଡ?