ଆୟୁଷ୍ମାନ ଭାରତରେ ସାମିଲ ହେଲା ଓଡ଼ିଶା, ୧.୩ କୋଟି ପରିବାରକୁ ଆୟୁଷ୍ମାନ ଭାରତ କାର୍ଡ ମିଳିବ

ଆୟୁଷ୍ମାନ ଭାରତ ପିଏମ ଜନ ଆରୋଗ୍ୟ ଯୋଜନା ନେଇ କେନ୍ଦ୍ର ସରକାରଙ୍କ ସହ ଏମଓୟୁ ସ୍ୱାକ୍ଷର କରିଛନ୍ତି ରାଜ୍ୟ ସରକାର। ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡାଙ୍କ ଉପସ୍ଥିତିରେ ଏମଓୟୁ ସ୍ୱାକ୍ଷର ହୋଇଛି । ଏହାସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ମଧ୍ୟ ଉପସ୍ଥିତ ରହିଛନ୍ତି । ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷର। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ୱାକ୍ଷରିତ ହୋଇଛି … Continue reading ଆୟୁଷ୍ମାନ ଭାରତରେ ସାମିଲ ହେଲା ଓଡ଼ିଶା, ୧.୩ କୋଟି ପରିବାରକୁ ଆୟୁଷ୍ମାନ ଭାରତ କାର୍ଡ ମିଳିବ