Baijayant Panda gets Tamil Nadu and Dharmendra Pradhan gets Bihar election in-charge ।। ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ଓ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାର ନିର୍ବାଚନ ଦାୟିତ୍ୱ

ଆଗାମୀ ବିହାର ଓ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ନିଜ ଦଳର ସାଂସଦ ଏବଂ କେନ୍ଦ୍ରମନ୍ତ୍ରୀମାନଙ୍କୁ ବଡ଼ ଦାୟିତ୍ୱ ଦେଇଛି। ଆସନ୍ତାବର୍ଷ ହେବାକୁ ଥିବା ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ବରିଷ୍ଠ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ନିର୍ବାଚନୀ ପ୍ରଭାରୀ ଭାବେ ବିଜେପି ନିଯୁକ୍ତ କରିଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ବେଳେ ବିଜେପିଶ୍ରୀ ପଣ୍ଡାଙ୍କୁ ସେଠାରେ ପ୍ରଭାରୀ ଓ ସଂଗଠନ ଇନଚାର୍ଜ ଭାବେ ନିଯୁକ୍ତ କରିଥିଲା। ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ନିର୍ବାଚନ ଲଢ଼ୁଥିବା ବିଜେପି ଦୀର୍ଘ … Continue reading Baijayant Panda gets Tamil Nadu and Dharmendra Pradhan gets Bihar election in-charge ।। ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ଓ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାର ନିର୍ବାଚନ ଦାୟିତ୍ୱ