ଐତିହ୍ୟ ପର୍ଯ୍ୟଟନ କ୍ଷେତ୍ର ହେବ ବକୁଳ ବନ ଓ ସତ୍ୟବାଦୀ ବନ ବିଦ୍ୟାଳୟ

Odisha: ଓଡ଼ିଆ ଅସ୍ମିତା ପ୍ରସାର କ୍ଷେତ୍ରରେ ଓଡ଼ିଆ ବିଶ୍ୱ ବିଦ୍ୟାଳୟ ହେବ ଏକ ପ୍ରମୁଖ କେନ୍ଦ୍ର; ମୁଖ୍ୟମନ୍ତ୍ରୀ ଓଡ଼ିଆ ନବଜାଗରଣର ପୀଠ ହେଉଛି ସତ୍ୟବାଦୀ ଏବଂ ସତ୍ୟବାଦୀ ବନ ବିଦ୍ୟାଳୟ ଥିଲା ଓଡ଼ିଆ ଜାତୀୟ ଚେତନାର କେନ୍ଦ୍ର । ସତ୍ୟବାଦୀର ପଞ୍ଚସଖା ଥିଲେ ସମାଜର ଆଇନା ସଦୃଶ । ସେମାନେ ଶିକ୍ଷା ଦ୍ୱାରା ମାନବ ଜୀବନର ନୀତି ଆଦର୍ଶକୁ ପ୍ରତିଫଳନ କରାଇବା ସହିତ ଓଡ଼ିଶାର ବୌଦ୍ଧିକ ସ୍ୱତନ୍ତ୍ରତାର ବାର୍ତ୍ତାବହକ ଥିଲେ ବୋଲି ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ … Continue reading ଐତିହ୍ୟ ପର୍ଯ୍ୟଟନ କ୍ଷେତ୍ର ହେବ ବକୁଳ ବନ ଓ ସତ୍ୟବାଦୀ ବନ ବିଦ୍ୟାଳୟ