Balasore Tragedy: Many more will come under investigation ।। ବାଲେଶ୍ଵର ଘଟଣା: ଆହୁରି ଅନେକେ ଆସିବେ ତଦନ୍ତ ପରିସର ଭିତରକୁ

ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀ ଆତ୍ମହତ୍ୟା ଘଟଣାରେ ପୂର୍ବରୁ ଲାଗିଥ‌ିବା ଦଫା ବଦଳିବା ସହ ତଦନ୍ତ ପରିସର ଆହୁରି ବଢ଼ିବ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉଚ୍ଚସ୍ତରୀୟ ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଘଟଣାରେ ସାମଗ୍ରିକ ବିଷୟ ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ସଂଗ୍ରହ କରୁଛୁ। ଗୁଡ଼ିଏ ତଥ୍ୟ ହାସଲ ହୋଇଥିବା ବେଳେ କିଛି ତଥ୍ୟ ହସ୍ତଗତ ହେବା ବାକି ରହିଛି। ସମ୍ପୂର୍ଣ୍ଣ ତଥ୍ୟ ହାସଲ ପାଇଁ କିଛି ସମୟ ଲାଗିବ। … Continue reading Balasore Tragedy: Many more will come under investigation ।। ବାଲେଶ୍ଵର ଘଟଣା: ଆହୁରି ଅନେକେ ଆସିବେ ତଦନ୍ତ ପରିସର ଭିତରକୁ