ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Jagannath Temple: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତ ମହାପାତ୍ର ସେବାୟତ । ଏଥିଲାଗି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ବନକଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ … Continue reading ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ