ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
Jagannath Temple: ଆଜି ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥି ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ … Continue reading ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
Copy and paste this URL into your WordPress site to embed
Copy and paste this code into your site to embed