Bangladesh suspends all visa services for Indians || ବାଂଲାଦେଶ ପକ୍ଷରୁ ଭାରତୀୟଙ୍କ ପାଇଁ ସମସ୍ତ ଭିସା ସେବା ସ୍ଥଗିତ

ବାଂଲାଦେଶ ଖେଳାଳିଙ୍କୁ ଆଇପିଏଲରୁ ବାଦ ଦେବାକୁ ବିସିସିଆଇର ନିଷ୍ପତ୍ତି ପ୍ରତିବାଦରେ ବାଂଲାଦେଶ ଭାରତକୁ ଏକ ବଡ ଝଟକା ଦେଇଛି । ବାଂଲାଦେଶ ଭାରତୀୟଙ୍କ ପାଇଁ ସମସ୍ତ ଭିସା ସେବାକୁ ସ୍ଥଗିତ ରଖିଛି, କିନ୍ତୁ ଛାତ୍ର ଏବଂ ବ୍ୟବସାୟିକ ଭିସା ସେବା ଜାରି ରହିବ । ବାଂଲାଦେଶ ସରକାର ଦିଲ୍ଲୀ, ଅଗରତାଲା, ମୁମ୍ମଇ, ଗୌହାଟି ଏବଂ ଚେନ୍ନାଇରେ ଥିବା ଏହାର ଦୂତାବାସ ଏବଂ କନସୁଲେଟକୁ ସାଧାରଣ ଭିସା ସେବାକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଦୁଇଟି କ୍ଷେତ୍ରରେ … Continue reading Bangladesh suspends all visa services for Indians || ବାଂଲାଦେଶ ପକ୍ଷରୁ ଭାରତୀୟଙ୍କ ପାଇଁ ସମସ୍ତ ଭିସା ସେବା ସ୍ଥଗିତ