Bhubaneswar Baliyatra festival from November 5 ।। ନଭେମ୍ବର ୫ରୁ ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ

ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ ନଭେମ୍ବର ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏ ନେଇ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ରୁଦ୍ର ନାରାୟଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ୍‌ ହାଉସ୍‌ଠାରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ କମିଟି ଏବଂ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ କୁଆଖାଇ ନଦୀପଠାରେ ଆୟୋଜିତ ହେବାକୁ ଥିବା ଏହି ମହୋତ୍ସବର ବିଭିନ୍ନ ରୂପରେଖ ସଂପର୍କରେ ଆଲୋଚନା କରି ମହାନ୍ତି … Continue reading Bhubaneswar Baliyatra festival from November 5 ।। ନଭେମ୍ବର ୫ରୁ ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ