ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇଲେ ଦୁବୃତ୍ତ

Biju Patnaik: ମହାନ ଜନନାୟକ, ପ୍ରବାଦ ପୁରୁଷ ତଥା ଭାରତବର୍ଷ ମୁକ୍ତି ଆନେ୍ଦାଳନର ଅନନ୍ୟ ଜନନାୟକ ବିଜୁ ପଟ୍ଟନାୟକ ଓଡ଼ିଆ ଜାତିର ସ୍ୱାଭିମାନର ପ୍ରତୀକ । ସେ କୌଣସି ଦଳ ବା ଗୋଷ୍ଠୀର ନେତା ନୁହନ୍ତି, ସେ ଓଡ଼ିଶାର ସର୍ବମାନ୍ୟ ନେତା ଓ ସ୍ୱାଧୀନତା ଆନେ୍ଦାଳନରେ ଯୋଗ ଦେଇଥିବା ଓଡ଼ିଆ ଜାତୀର ମହାନ ଜନନାୟକ । ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା କେବଳ ଏକ ଜଘନ୍ୟ ଅପରାଧ ନୁହେଁ ଓଡ଼ିଶାର ସ୍ୱାଭିମାନୀ ଓ ଅସ୍ମିତାକୁ ଭୁଲୁଣ୍ଠିତ … Continue reading ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇଲେ ଦୁବୃତ୍ତ