ବିଜେପି ମିଛ କଥା କହି, ମିଛ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି : ନବୀନ
BJD: ଆମେ ହାରି ନାହୁଁ, କି ଲୋକଙ୍କ ବିଶ୍ସାସ ମଧ୍ୟ ହରାଇ ନାହୁଁ। ବିଜେପି ମିଛ କଥା କହି, ମିଛ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି ବୋଲି ଆଜି ବିଜେଡିର ପ୍ରତିଷ୍ଠା ଦିବସ ପାଳନ ଅବସରରେ ନବୀନ କହିଛନ୍ତି। ଆଜି ବିଜେଡିର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଶଙ୍ଖ ଭବନରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ … Continue reading ବିଜେପି ମିଛ କଥା କହି, ମିଛ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି : ନବୀନ
Copy and paste this URL into your WordPress site to embed
Copy and paste this code into your site to embed