BJP leader Jagannath Pradhan Gets Bail in BMC Assault Case ।। ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ, କୋର୍ଟ ରଖିଲେ ଏମିତି ସର୍ତ୍ତ

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ। ଖୋର୍ଦ୍ଧା ଜିଲ୍ଲା ଦୌରା ଜଜ୍‌ଙ୍କ କୋର୍ଟରୁ ମିଳିଲା ଜାମିନ। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ। ଉଲ୍ଲେଖ ଥାଉ କି ବିଏମ୍‌ସିର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା ନେଇ ଜଗନ୍ନାଥ ପ୍ରଧାନ ବିବାଦରେ ଫସିଥିଲେ। ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ସଂଘ ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଥିଲା । ତେବେ … Continue reading BJP leader Jagannath Pradhan Gets Bail in BMC Assault Case ।। ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ, କୋର୍ଟ ରଖିଲେ ଏମିତି ସର୍ତ୍ତ