ଆଖି ବୁଜିଲା ଛୁଆ ହାତୀ, ନନ୍ଦନକାନରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
ଆଖି ବୁଜିଲା ହାତୀ ଛୁଆ । ଭୁବନେଶ୍ବର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସାଧୀନ ହାତୀ ଛୁଆର ମୃତ୍ୟୁ ହୋଇଛି । ତା ବୟସ ୫ରୁ ୬ ବର୍ଷ ହେବ । ତା ଅଣ୍ଟାରେ ଗଭୀର ଆଘାତ ଲାଗିଥିଲା । କରଞ୍ଜିଆ ବନଖଣ୍ଡ ଅଧିନସ୍ଥ ପୋକାମୁଣ୍ଡା ଗାଁରେ ଥିବା ଏକ ମୋରମ ଖଣିରେ ଉକ୍ତ ହାତୀ ଛୁଆଟି ଖସି ପଡିଥିଲା । ଚଳିତ ମାସ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡରୁ ଉଦ୍ଧାର ହୋଇ ନନ୍ଦନକାନନ ଆସିଥିଲା … Continue reading ଆଖି ବୁଜିଲା ଛୁଆ ହାତୀ, ନନ୍ଦନକାନରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
Copy and paste this URL into your WordPress site to embed
Copy and paste this code into your site to embed