ପରିସ୍ରାରେ ରକ୍ତ ପଡ଼ୁଛି କି? ହୋଇପାରେ ଏହି ରୋଗ
Blood in Urine: ଯେଉଁ ବ୍ୟକ୍ତିଙ୍କ ପରିସ୍ରାରେ ରକ୍ତ ଆସୁଛି ସେ ବ୍ଲେଡର୍ କ୍ୟାନ୍ସରରେ ପୀଡ଼ିତ ଅଛନ୍ତି ବୋଲି କିଛି ମାନେ ନାହିଁ । ଏହାର ଅନ୍ୟ କିଛି କାରଣ ମଧ୍ୟ ହୋଇଥାଇପାରେ । ପରିସ୍ରାମାର୍ଗରେ ସଂକ୍ରମଣ (ୟୁଟିଆଇ) କିମ୍ବା ଅଧିକ ବ୍ୟାୟାମ କାରଣରୁ ମଧ୍ୟ ଏଭଳି ସମସ୍ୟା ଦେଖାଦେଇଥାଏ । ୟୁଟିଆଇର ସଂକେତ ପରିସ୍ରା କରିବାରେ କଷ୍ଟ ,ପରିସ୍ରା ରଙ୍ଗ ପରିବର୍ତ୍ତନ, ବାରମ୍ବାର ପରିସ୍ରା ଲାଗିବା ଏବଂ ରୋକି ନ ପାରିବା ଭଳି ସମସ୍ୟା ହୋଇଥାଇପାରେ … Continue reading ପରିସ୍ରାରେ ରକ୍ତ ପଡ଼ୁଛି କି? ହୋଇପାରେ ଏହି ରୋଗ
Copy and paste this URL into your WordPress site to embed
Copy and paste this code into your site to embed