ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ ପାରିତ ସହ ସରିଲା ବଜେଟ ଅଧିବେଶନ
Assembly: ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ତଥା ବଜେଟ୍ ଅଧିବେଶନ ଶେଷ ହୋଇଛି। ରାତି ତମାମ ଚାଲିଲା ବିଧାନସଭା, ଭୋର ୪ଟା ୨୯ ମିନିଟରେ ପାରିତ ହେଲା ବିଶ୍ୱ ବିଦ୍ୟାଳୟ ସଂଶୋଧିତ ବିଲ୍-୨୦୨୪। ଗୃହର ୨୫ତମ କାର୍ଯ୍ୟ ଦିବସରେ ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ-୨୦୨୪ ଏବଂ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ-୨୦୨୫ ବିଧାନସଭାରେ ପାରିତ ହୋଇଛି। ସେହିପରି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଗୃହରେ ପାରିତ ହୋଇଛି। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବେଶ ଘଟଣା ବହୁଳ ଥିଲା। … Continue reading ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ ପାରିତ ସହ ସରିଲା ବଜେଟ ଅଧିବେଶନ
Copy and paste this URL into your WordPress site to embed
Copy and paste this code into your site to embed