ରାଜ୍ୟରୁ ମୂଳପୋଛ ହେବ ଗଞ୍ଜେଇ ଚାଷ

ଗଞ୍ଜେଇ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିଙ୍କ ନିର୍ଦ୍ଦେଶ ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୁଲିସ ସ୍ୱତନ୍ତ୍ର ଅଭିଯାନ ଜାରି ରଖିଛି। ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ରାଜ୍ୟ ଡିଜି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିବା ବେଳେ ଏହାକୁ ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରାଯାଉଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରଠାରେ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଥିବା ଏକ ସମୀକ୍ଷା ବୈଠକରେ ଡିଜିପି ଶ୍ରୀ ଖୁରାନିଆ ଗଞ୍ଜେଇ ମାଫିଆ ମାନଙ୍କୁ  ଚିହ୍ନଟ କରି ସେମାନଙ୍କ ବିରୁଦ୍ଧରେ ଦୃଢ … Continue reading ରାଜ୍ୟରୁ ମୂଳପୋଛ ହେବ ଗଞ୍ଜେଇ ଚାଷ