ଖରାଦିନେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Energy Deppt.: ପି.ଏମ୍‍. ସୂର୍ଯ୍ୟଘର ଯୋଜନାରେ ଅଧିକ ଲୋକଙ୍କୁ ସାମିଲ ପାଇଁ ଗୁରୁତ୍ୱାରୋପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସଭା ଭବନଠାରେ ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ବୈଠକରେ ଗ୍ରୀଷ୍ମଋତୁରେ ବିଦ୍ୟୁତ୍‍ ଯୋଗାଣ ସୁନିଶ୍ଚିତ କରିବା ପାଇଁ ଏବଂ ପି.ଏମ୍‍. ସୂର୍ଯ୍ୟଘର ଯୋଜନାରେ ରାଜ୍ୟରେ ଅଧିକ ଲୋକଙ୍କୁ ସାମିଲ୍‍ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା । ବୈଠକରେ ଶକ୍ତି ବିଭାଗର ବଜେଟ୍‍ ଖର୍ଚ୍ଚ ଅତିକମରେ ୮୫ ପ୍ରତିଶତ କରିବା … Continue reading ଖରାଦିନେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ