ଓଡ଼ିଶାରେ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାକୁ ରାଜ୍ୟ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହ ମିଶାଇ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଥିଲେ।ତାଙ୍କ ସହ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗ ମଧ୍ୟ ଅଛନ୍ତି। ଅପରାହ୍ନ ୨ଟାରେ ବିଜ୍ଞାନ ଭବନରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଚୁକ୍ତି ସ୍ୱାକ୍ଷରିତ ହେବ । ବୁଝାମଣାପତ୍ର ସ୍ୱାକ୍ଷର କାର୍ଯ୍ୟକ୍ରମରେ ଓଡ଼ିଶାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ … Continue reading ମୁଖ୍ୟମନ୍ତ୍ରୀ ମୋହନ ଓଡ଼ିଶାରେ ଆୟୁଷ୍ମାନ ଭାରତ କାର୍ଯ୍ୟକାରୀ କରିବା ପାଇଁ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିବାକୁ ଯାଉଛନ୍ତି ଦିଲ୍ଲୀ
Copy and paste this URL into your WordPress site to embed
Copy and paste this code into your site to embed