ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲାର ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟା ଘଟି ଦଶ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଏହି ଦୁଃଖଦ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀ ସତ୍ୟସାଇ ଜିଲ୍ଲାର ପେଡ୍ଡାନ୍ନାବରୀପାଲିରେ ଗରିବ ଲୋକଙ୍କ କଲ୍ୟାଣ ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାଷଣ ଦେଇ ମୁଖ୍ୟମନ୍ତ୍ରୀ ନାଇଡୁ କହିଛନ୍ତି ଯେ ଦଳାଚକଟାରେ ଏତେ ଲୋକଙ୍କ ଜୀବନହାନି ଦୁଃଖଦ। ଦୁର୍ଘଟଣା ଉପରେ ଗଭୀର ଶୋକ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୃତକଙ୍କ … Continue reading Chief Minister of Andhra Pradesh expressed grief over stamped incident of venketeswar temple ।। ଆନ୍ଧ୍ରପ୍ରଦେଶର ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟା ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନାଇଡୁ
Copy and paste this URL into your WordPress site to embed
Copy and paste this code into your site to embed