ବିଡିଓଙ୍କୁ ମୁଖ୍ୟମନ୍ତ୍ରୀଙ୍କ ତାଗିଦ: କଥାରେ ନୁହେଁ କାମକରି ଦେଖାଅ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ତୃଣମୂଳ ପ୍ରଶାସନର ଦୋଷ ଦୁର୍ବଳତାକୁ ପଦାରେ ପକାଇଛନ୍ତି। ବ୍ଲକ୍ ଉନ୍ନୟନ ଅଧିକାରୀ ଓ ପଞ୍ଚାୟତ ଅଧିକାରୀଙ୍କ କାର୍ଯ୍ୟରେ ସଂସ୍କାର ଆଣିବାକୁ ପରାମର୍ଶ ଦେଇଛନ୍ତି। ଯେଉଁ ବିଡିଓମାନେ ଜନପ୍ରତିନିଧିଙ୍କୁ ସମ୍ମାନ ଦେଉନାହାନ୍ତି ସେମାନେ ସୁଧୁରି ଯାଆନ୍ତୁ ବୋଲି ତାଗିଦ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏବେ ସରକାର କଥାରେ ନୁହେଁ କାମରେ ଗୁରୁତ୍ୱ ଦେଉଛନ୍ତି ଏଣୁ କରି ଦେଖାଇବା ଆରମ୍ଭ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏଥିରେ ସାମିଲ ହେବାକୁ ବିଡିଓଙ୍କୁ ଆହ୍ୱାନ … Continue reading ବିଡିଓଙ୍କୁ ମୁଖ୍ୟମନ୍ତ୍ରୀଙ୍କ ତାଗିଦ: କଥାରେ ନୁହେଁ କାମକରି ଦେଖାଅ
Copy and paste this URL into your WordPress site to embed
Copy and paste this code into your site to embed