ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ-କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ରାଶି
ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚ୍ୟୁଇଟି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ ପ୍ରାପ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀମାନଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚ୍ୟୁଇଟି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ବିଭିନ୍ନ ଶିକ୍ଷକ ସଂଘମାନେ ରାଜ୍ୟ ସରକାରଙ୍କୁ ଏନେଇ ଅନୁରୋଧ … Continue reading ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ-କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ରାଶି
Copy and paste this URL into your WordPress site to embed
Copy and paste this code into your site to embed