୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଷୋଡ଼ଶ ଅର୍ଥ କମିଶନ

ଆୟୋଗ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ତାଙ୍କ କ୍ୟାବିନେଟ୍ ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ଅରବିନ୍ଦ ପାନଗାରିଆଙ୍କ ନେତୃତ୍ୱରେ ଷୋଡ଼ଶ ଅର୍ଥ ଆୟୋଗର ୧୫ ଜଣିଆ ଟିମ୍ ମଙ୍ଗଳବାର ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆୟୋଗ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ତାଙ୍କ କ୍ୟାବିନେଟ୍ ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ବୈଠକରେ ସରକାର କମିସନଙ୍କୁ ଆର୍ଥିକ … Continue reading ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଷୋଡ଼ଶ ଅର୍ଥ କମିଶନ