ବଜେଟର ୮୫ ପ୍ରତିଶତ ଅର୍ଥ ଖର୍ଚ୍ଚ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
Budget: ବିଭାଗୀୟ ମନ୍ତ୍ରୀମାନେ ବିଭିନ୍ନ ଖର୍ଚ୍ଚ ପ୍ରସ୍ତାବ ଗୁଡ଼ିକୁ ତୁରନ୍ତ ଅନୁଧ୍ୟାନ କରି ଅନୁମୋଦନ କରିବାକୁ ପରାମର୍ଶ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (୨୦୨୪-୨୫) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ ୮୫ ପ୍ରତିଶତ କରିବାକୁ ପରାମର୍ଶ ଦେଇଛନ୍ତି । ୨୦୨୩-୨୪ ଆର୍ଥିକ ବର୍ଷରେ ସମୁଦାୟ ଖର୍ଚ୍ଚ ପରିମାଣ ମୋଟ ବଜେଟର ୮୧ ପ୍ରତିଶତ ଥିଲା । ମୁଖ୍ୟମନ୍ତ୍ରୀ କହିଥିଲେ … Continue reading ବଜେଟର ୮୫ ପ୍ରତିଶତ ଅର୍ଥ ଖର୍ଚ୍ଚ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
Copy and paste this URL into your WordPress site to embed
Copy and paste this code into your site to embed