ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

prayagraj: ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ କଲେ ପ୍ରାର୍ଥନା ମହାକୁମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ପ୍ରୟାଗରାଜ୍ ଗସ୍ତ କରି ତ୍ରିବେଣୀ ସଙ୍ଗମ ସ୍ଥଳରେ ସ୍ନାନ କରିଛନ୍ତି । ତାଙ୍କ ସହିତ ତାଙ୍କ ପରିବାର ମଧ୍ୟ ତ୍ରିବେଣୀ ସଙ୍ଗମରେ ସ୍ନାନ କରିଛନ୍ତି । ତିନି ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀଙ୍କ ସହ ପତ୍ନୀ ପ୍ରିୟଙ୍କା ମାରାଣ୍ଡି ଏବଂ ପରିବାରର ଅନ୍ୟ ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ । ପବିତ୍ର ସ୍ନାନ … Continue reading ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ