ସାଧାରଣ ଲୋକ ଆସି ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ : ଉପମୁଖ୍ୟମନ୍ତ୍ରୀ
ଆଜି ଶେଷ ହୋଇବ ପ୍ରବାସୀ ଭାରତୀୟ ସମ୍ମେଳନ । ଗତ ୮ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ଭବ୍ୟ ସମାରୋହରେ ଦେଢ଼ଶହରୁ ଊର୍ଦ୍ଧ୍ବ ରାଷ୍ଟ୍ରରୁ ପ୍ରାୟ ୭୦୦୦ ପ୍ରବାସୀ ଭାରତୀୟମାନେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ଵିନୀ ବୈଷ୍ଣବ, ଓଡ଼ିଶାର ସାଂସଦ, ବିଧାୟକ ପ୍ରମୁଖ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ସମାରୋହକୁ ଗତକାଲି ଉଦ୍ଘାଟନ କରିଥିଲେ ଆଜି ରାଷ୍ଟ୍ରପତି … Continue reading ସାଧାରଣ ଲୋକ ଆସି ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ : ଉପମୁଖ୍ୟମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed