କଂଗ୍ରେସ ଓ ବିଜେପି: ସଭାପତି ପଦ ନେଇ ଛକାପଞ୍ଝା

ରାଜ୍ୟର ଦୁଇ ଜାତୀୟ ଦଳ ବିଜେପି ଓ କଂଗ୍ରେସର ସଭାପତି କିଏ ହେବ ତାହାକୁ ନେଇ ଦ୍ୱନ୍ଦ୍ୱ ଲାଗିରହିଛି। ରାଜ୍ୟର ପରବର୍ତ୍ତୀ ବିଜେପି ସଭାପତି କିଏ ହେବ? ନିର୍ବାଚନ ପରଠାରୁ ଗତ ୭ ମାସ ହେଲା ଏହି ଚର୍ଚ୍ଚା ଲାଗି ରହିଛି। ଆଉ ଅନ୍ୟପଟେ ପ୍ରାୟ ୮ ମାସ ହେବ ପିସିସି ସଭାପତି ଚୌକି ଫାଙ୍କା। ମାସ ପରେ ମାସ ଗଡ଼ି ଚାଲିଥିବାବେଳେ ରାଜ୍ୟରେ କଂଗ୍ରେସ ମୁଖିଆ ପଦରେ କାହାକୁ ନିଯୁକ୍ତି ଦିଆଯାଇ ପାରିନାହିଁ।   ଓଡ଼ିଶାରେ … Continue reading କଂଗ୍ରେସ ଓ ବିଜେପି: ସଭାପତି ପଦ ନେଇ ଛକାପଞ୍ଝା