ବ୍ଲକସ୍ତରରେ ନିର୍ମାଣ ହେବ ଷ୍ଟାଡ଼ିୟମ: ସୂରଜ

Stadium: ୪୧୨୪ କୋଟି ଟଙ୍କାର ବ୍ୟୟ ଅଟକଳ କଳିଙ୍ଗ ଷ୍ଟାଡିୟମ ଠାରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ କ୍ରୀଡ଼ା ଓ ଯୁବସେବା ବିଭାଗର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ଆଗାମୀ ଦିନରେ ବ୍ଲକ ସ୍ତରରେ ନିର୍ମାଣ ହେବାକୁ ଥିବା ଷ୍ଟାଡିୟମ ସମ୍ବନ୍ଧୀୟ ମାଷ୍ଟର ପ୍ଲାନର ସମୀକ୍ଷା କରିବା ସହିତ ତୃଣମୂଳ ସ୍ତରରେ କିପରି କ୍ରୀଡ଼ାର ବିକାଶ କରାଯାଇପାରିବ ସେ ସମ୍ବନ୍ଧରେ ସବିସ୍ତୃତ ଆଲୋଚନା କରିଥିଲେ। କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି … Continue reading ବ୍ଲକସ୍ତରରେ ନିର୍ମାଣ ହେବ ଷ୍ଟାଡ଼ିୟମ: ସୂରଜ