ବିୟର, କୁରକୁରେ ଓ ଫାଷ୍ଟ ଫୁଡ୍ ପାଇଁ ଅଧିକ ଖର୍ଚ୍ଚ କରୁଛନ୍ତି ଉପଭୋକ୍ତା
Consumers : ବର୍ତ୍ତମାନ ଭାରତର ଗ୍ରାମାଞ୍ଚଳରେ ଏମପିସିଇ ହାର ୪,୧୨୨ ଟଙ୍କା ଥିବାବେଳେ ସହରାଞ୍ଚଳରେ ୬,୯୯୬ ଟଙ୍କା ରହିଛି। ଗତ ଏକ ଦଶନ୍ଧି ଉପଯୋଗ ବ୍ୟୟରେ ସୁଧାରକୁ ନେଇ ସକାରାତ୍ମକ ଧାରା ଦେଖିବାକୁ ମିଳିଥିବା ସର୍ବେକ୍ଷଣରେ ଆଲୋକପାତ କରାଯାଇଛି। ଗତ ଏକ ଦଶନ୍ଧି ମଧ୍ୟରେ ଦେଶରେ ମାସିକ ମୁଣ୍ଡପିଛା ଉପଯୋଗ ବ୍ୟୟ (ଏମପିସିଇ) ଉଲ୍ଲେଖନୀୟଭାବେ ବୃଦ୍ଧି ପାଇଛି। ୨୦୧୧ ତୁଳନାରେ ୨୦୨୩-୨୪ରେ ଏମପିସିଇ ଭାରତର ଗ୍ରାମାଞ୍ଚଳରେ ୧୮୮% ଏବଂ ସହରାଞ୍ଚଳରେ ୧୬୬% ବୃଦ୍ଧି ପାଇଥିବା ପାରିବାରିକ ଉପଭୋକ୍ତା … Continue reading ବିୟର, କୁରକୁରେ ଓ ଫାଷ୍ଟ ଫୁଡ୍ ପାଇଁ ଅଧିକ ଖର୍ଚ୍ଚ କରୁଛନ୍ତି ଉପଭୋକ୍ତା
Copy and paste this URL into your WordPress site to embed
Copy and paste this code into your site to embed