ରାଜ୍ୟ ଭିଜିଲାନ୍ସରେ ନୂଆ ପଦବୀ ସୃଷ୍ଟି, ରହିବେ ୮ଟି ଅତିରିକ୍ତ ଏସପି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ନୀତି ଉପରେ ଆରମ୍ଭରୁ କଡ଼ା ଆଭିମୁଖ୍ୟ ନେଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆସିଛନ୍ତି। ବିଶେଷ କରି ଉଚ୍ଚ ସ୍ତରରେ ଦୁର୍ନୀତି ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଉଛି। ଏଥିପାଇଁ ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର ଶକ୍ତି ବୃଦ୍ଧିର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହାର ବିଭିନ୍ନ ପଦବୀ ସଂଖ୍ୟା ବୃଦ୍ଧି କରାଯାଇ ନୂଆ ପଦବୀ ସୃଷ୍ଟି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ଭିଜିଲାନ୍ସରେ ୮ଟି ଅତିରିକ୍ତ ଏସପି ପଦବୀ, ୨୪ଟି … Continue reading ରାଜ୍ୟ ଭିଜିଲାନ୍ସରେ ନୂଆ ପଦବୀ ସୃଷ୍ଟି, ରହିବେ ୮ଟି ଅତିରିକ୍ତ ଏସପି