Crime among Indians living in America increases by 91 percent || ଆମେରିକାରେ ରହୁଥିବା ଭାରତୀୟଙ୍କ କ୍ରାଇମ୍‌ ୯୧ ପ୍ରତିଶତ ବୃଦ୍ଧି

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱିିତୀୟ କାର୍ଯ୍ୟକାଳରେ ଆମେରିକାର ରହୁଥିବା ଭାରତୀୟଙ୍କ ବିରୋଧରେ ହେଟ୍‌ କ୍ରାଇମ୍‌ ଅର୍ଥାତ ଘୃଣାର ଅପରାଧ ୯୧ ପ୍ରତିଶତ ବୃଦ୍ଧି ପାଇଛି। କିନ୍ତୁ ଜୋ ବାଇଡେନଙ୍କ କାର୍ଯ୍ୟକାଳରେ ଦକ୍ଷିଣ ଏସୀୟ ଲୋକଙ୍କ ବିରୋଧରେ ଅନଲାଇନ୍‌ ଘୃଣା ସୀମିତ ଥିଲା। ୨୦୨୪ ଅକ୍ଟୋବର ପର୍ଯ୍ୟନ୍ତ ୪୬,୦୦୦ ଟ୍ରୋଲିଂ ଓ ୮୮୪ଟି ଧମକ ମିଳିଥିଲା। କିନ୍ତୁ ଟ୍ରମ୍ପଙ୍କ ଦ୍ୱିତୀୟ କାର୍ଯ୍ୟକାଳ ଆରମ୍ଭ ହେବା ମାତ୍ରେ ହିଁ ସ୍ଥିତି ଆହୁରି ବିଗିଡି ଯାଇଛି। ୨୦୨୫ ଅକ୍ଟୋବର ପର୍ଯ୍ୟନ୍ତ ଟ୍ରୋଲିଂ … Continue reading Crime among Indians living in America increases by 91 percent || ଆମେରିକାରେ ରହୁଥିବା ଭାରତୀୟଙ୍କ କ୍ରାଇମ୍‌ ୯୧ ପ୍ରତିଶତ ବୃଦ୍ଧି