Cuttack Bali Yatra begins ।। ଆରମ୍ଭ ହେଲା କଟକ ବାଲିଯାତ୍ରା

ଆଜିଠୁ ଐତିହାସିକ କଟକ ବାଲିଯାତ୍ରା । ଉତ୍କଳୀୟ ପରମ୍ପରାର ମୂକସାକ୍ଷୀ, ସମୃଦ୍ଧ ନୌବାଣିଜ୍ୟ ଐତିହ୍ୟର ଅମଳିନ ସ୍ୱାକ୍ଷର ବହନ କରୁଥିବା ଐତିହାସିକ କଟକ ବାଲିଯାତ୍ରା ଆଜି ଉଦ୍‌ଘାଟିତ ହେବ। ମହାନଦୀ ତଟରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରୁ ୮ଦିନ ଧରି ଚାଲିବ ଏହି ମୁକ୍ତାକାଶ ମହାବାଣିଜ୍ୟ ମେଳା । ଲକ୍ଷଲକ୍ଷ ଲୋକଙ୍କ ପାଦ ପଡ଼ିବ ମେଳା ପଡ଼ିଆରେ। ଶହେ କୋଟିରୁ ଅଧିକ ଟଙ୍କାର ବେପାର ବଣିଜ୍ୟ ହେବ। ବେପାରୀମାନେ ମେଳା ପଡ଼ିଆରେ ଷ୍ଟଲ୍‌ ବାନ୍ଧି ସାରିଥିବା ବେଳେ … Continue reading Cuttack Bali Yatra begins ।। ଆରମ୍ଭ ହେଲା କଟକ ବାଲିଯାତ୍ରା