Dabur India and Patanjali Ayurveda case in court ।। ଡାବର ଇଣ୍ଡିଆ ଏବଂ ପତଞ୍ଜଳି ଆୟୁର୍ବେଦ ମାମଲା କୋର୍ଟରେ

ନିଜକୁ ବେଷ୍ଟ ବୋଲି କୁହ ପଛେ ଅନ୍ୟକୁ ଠକ ବୋଲି କହିପାରିବ ନାହିଁ । ଆୟୁର୍ବେଦ ସାମଗ୍ରୀ ପ୍ରସ୍ତୁତ କରୁଥିବା ଯୋଗ ଗୁରୁ ବାବା ରାମଦେବଙ୍କ କମ୍ପାନୀ ପତଞ୍ଜଳିକୁ କିଛି ଏଭଳି ଭାଷାରେ ଶୁଣାଇଦେଇଛନ୍ତି କୋର୍ଟ । ବାସ୍ତବରେ ଦିଲ୍ଲୀ ହାଇକୋର୍ଟରେ ଡାବର ଇଣ୍ଡିଆ ଏବଂ ପତଞ୍ଜଳି ଆୟୁର୍ବେଦ ମଧ୍ୟରେ ଏକ ଆଇନଗତ ବିତର୍କ ପରେ କୋର୍ଟ ତାଙ୍କର ରାୟ ସଂରକ୍ଷିତ ରଖିଛନ୍ତି। ମାମଲାଟି ପତଞ୍ଜଳିର ନୂତନ ସ୍ୱତନ୍ତ୍ର ଚ୍ୟବନପ୍ରାଶ ବିଜ୍ଞାପନ ସହିତ ଜଡ଼ିତ, ଯାହା ଅନ୍ୟ … Continue reading Dabur India and Patanjali Ayurveda case in court ।। ଡାବର ଇଣ୍ଡିଆ ଏବଂ ପତଞ୍ଜଳି ଆୟୁର୍ବେଦ ମାମଲା କୋର୍ଟରେ