ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗଭୀର ଅବପାତ: ଓଡ଼ିଶାରେ ଜାରି ହେଲା ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ || Deep depression in northwest Bay of Bengal: Orange and Yellow warnings issued in Odisha

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାହାର ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ସକ୍ରିୟ ଅବପାତ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇପଡ଼ିଥିବା ବେଳେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର … Continue reading ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗଭୀର ଅବପାତ: ଓଡ଼ିଶାରେ ଜାରି ହେଲା ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ || Deep depression in northwest Bay of Bengal: Orange and Yellow warnings issued in Odisha