ଦିଲ୍ଲୀ ବିଧାନସଭା ନିର୍ବାଚନ ଫେବ୍ରୁଆରି ୫ରେ; ୮ତାରିଖରେ ଗଣତି

Delhi Election 2025: ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ଘୋଷଣା ହୋଇଛି। ନିର୍ବାଚନ କମିଶନଙ୍କ ଘୋଷଣା ପରେ ଦିଲ୍ଲୀରେ ଆଚରଣ ବିଧି ଲାଗୁ ହୋଇଛି। ଆଜି ଦିଲ୍ଲୀରେ ବିଧାନସଭା ନିର୍ବାଚନ ଘୋଷଣା ହୋଇଛି। ଦିଲ୍ଲୀରେ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବ। ଫେବ୍ରୁଆରି ୫ତାରିଖରେ ମତଦାନ ହେବ ଏବଂ ଫେବ୍ରୁଆରି ୮ତାରିଖରେ ଫଳାଫଳ ପ୍ରକାଶ ପାଇବ। ଏହା ସହ ଦିଲ୍ଲୀରେ ଆଚରଣ ବିଧି ଲାଗୁ ହୋଇଛି। ଚଳିତ ବିଧାନସଭାର କାର୍ଯ୍ୟକାଳ ଫେବ୍ରୁଆରି ୨୩ରେ ଶେଷ ହେଉଛି। ମୁଖ୍ୟ ନିର୍ବାଚନ … Continue reading ଦିଲ୍ଲୀ ବିଧାନସଭା ନିର୍ବାଚନ ଫେବ୍ରୁଆରି ୫ରେ; ୮ତାରିଖରେ ଗଣତି