Dhankhad becomes third Vice President to resign ।। ଇସ୍ତଫା ଦେବାରେ ଧନଖଡ଼ ତୃତୀୟ ଉପରାଷ୍ଟ୍ରପତି

ଉପରାଷ୍ଟ୍ରପତି ଭାବେ ଆଜି ଜଗଦୀପ ଧନଖଡ଼ ତାଙ୍କ ପଦରୁ ଇସ୍ତଫା ଦେବା ପରେ ରାଜନୀତି ଚଳଚଞ୍ଚଳ ହୋଇଉଠିଛି । ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାର ପ୍ରଥମ ଦିନରେ ଧନଖଡ଼ଙ୍କ ଇସ୍ତଫା ଅନେକଙ୍କୁ ଚକିତ କରିଛି । ପରବର୍ତୀ ଉପରାଷ୍ଟ୍ରପତି କିଏ ହେବେ ତାହାକୁ ନେଇ ଚର୍ଚ୍ଚା ମଧ୍ୟ ଆରମ୍ଭ ହୋଇଯାଇଛି । ତେବେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବାରେ ଧନଖଡ଼ ପ୍ରଥମ ବ୍ୟକ୍ତି ନୁହଁନ୍ତି, ତାଙ୍କ ପୂର୍ବରୁ ଦୁଇ ଜଣ ଉପରାଷ୍ଟ୍ରପତି ସେମାନଙ୍କ କାର୍ଯ୍ୟକାଳ ଶେଷହେବା … Continue reading Dhankhad becomes third Vice President to resign ।। ଇସ୍ତଫା ଦେବାରେ ଧନଖଡ଼ ତୃତୀୟ ଉପରାଷ୍ଟ୍ରପତି