ସ୍କୁଲ୍ ପାଠ୍ୟକ୍ରମରେ ବିପର୍ଯ୍ୟୟ ପରିଚାଳନା

School Syllabus: ବୈଜ୍ଞାନିକଙ୍କ ମତରେ ବିଶ୍ୱର ତାପମାତ୍ରା ନିର୍ଦ୍ଧାରିତ ସ୍ତରରେ ରହିବା ଦରକାର। ଏଥିଲାଗି ସମସ୍ତ ରାଷ୍ଟ୍ର ପଦେକ୍ଷେପ ଲାଗି ପ୍ୟାରିସ ରାଜିନାମାରେ ଗୃହିତ ହୋଇଥିଲା। ମାତ୍ର ତାପମାତ୍ରା ବୃଦ୍ଧି ପାଉଥିବାରୁ ଏହାର ପ୍ରଭାବ ଜୀବନ ଓ ଜୀବିକା ଉପରେ ଗୁରୁତରଭାବେ ପଡ଼ୁଛି। ବିଗତ କିଛିଦିନ ଧରି ବିଶ୍ଵ ଜଳବାୟୁରେ ବ୍ୟାପକ ପରିବର୍ତ୍ତନ ଲକ୍ଷ୍ୟ କରାଯାଇଛି। ୟୁକ୍ରେନ ଯୁଦ୍ଧ ପରିପ୍ରେକ୍ଷୀରେ ଜଳବାୟୁ ପରିବର୍ତ୍ତନ ମଧ୍ୟ ଆଗାମୀ ଦିନରେ ଏକ ବଡ଼ ସଙ୍କଟ ହେବାକୁ ଯାଉଛି। ଏହି କାରଣରୁ … Continue reading ସ୍କୁଲ୍ ପାଠ୍ୟକ୍ରମରେ ବିପର୍ଯ୍ୟୟ ପରିଚାଳନା