ଆସନ୍ତା ୪ ଦିନ କାଳବୈଶାଖୀ ବର୍ଷା !

Weather Forecast: ରାଜ୍ୟବାସୀଙ୍କୁ ମିଳିଲା ତାତିରୁ ଆଶ୍ଵସ୍ତି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ତେବେ ଆସନ୍ତାକାଲିଠୁ ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ବିଶେଷ ପ୍ରଭାବିତ ହେବ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶା । ଝଡ଼ବର୍ଷା ନେଇ ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର । ବିଭିନ୍ନ ଜିଲ୍ଲାରେ ବର୍ଷା ପବନ ଜାରି ରହିଛି । ତେବେ ଆସନ୍ତାକାଲିଠୁ ୪ … Continue reading ଆସନ୍ତା ୪ ଦିନ କାଳବୈଶାଖୀ ବର୍ଷା !