Documents signed for the development and functioning of National Waterways – 5 and 74 ।। ଜାତୀୟ ଜଳପଥ-୫ ଏବଂ ୬୪ର ବିକାଶ ଏବଂ କାର୍ଯ୍ୟକ୍ଷମ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

ଭାରତୀୟ ଆଭ୍ୟନ୍ତରୀଣ ଜଳପଥ ପ୍ରାଧିକରଣ (IWAI) ଓଡ଼ିଶା ସରକାର, ପାରାଦୀପ ବନ୍ଦର ପ୍ରାଧିକରଣ (PPA) ଏବଂ ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ (MCL) ମଧ୍ୟରେ ମୁମ୍ବାଇର NESCO ଗ୍ରାଉଣ୍ଡରେ ଅନୁଷ୍ଠିତ ଇଣ୍ଡିଆ ମେରିଟାଇମ୍ ୨୦୨୫ ସମୟରେ ଜାତୀୟ ଜଳପଥ-୫ (NW–୫) ଏବଂ ଜାତୀୟ ଜଳପଥ-୬୪ (NW–୬୪) ର ବିକାଶ ଏବଂ କାର୍ଯ୍ୟକ୍ଷମତା ପାଇଁ ଏକ ଐତିହାସିକ ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହୋଇ ଯାଇଛି। ସ୍ଥାୟୀ ମାଲ ପରିବହନ ଏବଂ ଆଞ୍ଚଳିକ ଆର୍ଥିକ ଅଭିବୃଦ୍ଧି ପାଇଁ ଓଡ଼ିଶାର ନଦୀ ପ୍ରଣାଳୀକୁ … Continue reading Documents signed for the development and functioning of National Waterways – 5 and 74 ।। ଜାତୀୟ ଜଳପଥ-୫ ଏବଂ ୬୪ର ବିକାଶ ଏବଂ କାର୍ଯ୍ୟକ୍ଷମ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ