DRDO conducts successful flight tests of Pralay Missile in Odisha ।। ପ୍ରଳୟର ସଫଳ ପରୀକ୍ଷଣ

ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ‘ପ୍ରଳୟ’ କ୍ଷେପଣାସ୍ତ୍ର ପ୍ରଣାଳୀର କ୍ରମାଗତ ଦୁଇଟି ସଫଳ ପରୀକ୍ଷଣ କରିଛି। ଓଡ଼ିଶା ଉପକୂଳସ୍ଥିତ ଡକ୍ଟର ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଜୁଲାଇ ୨୮ ଏବଂ ୨୯ ତାରିଖ ଦୁଇ ଦିନ ଧରି ଏହି ପରୀକ୍ଷଣ କରାଯାଇଥିଲା। ସର୍ବାଧିକ ଏବଂ ସର୍ବନିମ୍ନ ଦୂରତାରେ ଏହି କ୍ଷେପଣାସ୍ତ୍ର ପ୍ରଣାଳୀର ଲକ୍ଷ୍ୟଭେଦ କ୍ଷମତାକୁ ପ୍ରମାଣିତ କରିବା ଲାଗି ବ୍ୟବହାରକାରୀ ମୂଲ୍ୟାଙ୍କନ ପରୀକ୍ଷଣର ଅଂଶବିଶେଷ ସ୍ୱରୂପ ଏହି ପରୀକ୍ଷଣ କରାଯାଇଥିଲା। କ୍ଷେପଣାସ୍ତ୍ରଗୁଡ଼ିକ ନିର୍ଦ୍ଦିଷ୍ଟ ଗତିପଥକୁ … Continue reading DRDO conducts successful flight tests of Pralay Missile in Odisha ।। ପ୍ରଳୟର ସଫଳ ପରୀକ୍ଷଣ