ଓଡ଼ିଶା ଉପକୂଳରୁ ସ୍ୱଦେଶୀ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ

Missile: ଏହି କ୍ଷେପଣାସ୍ତ୍ର ପ୍ରଣାଳୀ ଭାରତୀୟ ନୌସେନାର ଶକ୍ତିକୁ ବହୁଗୁଣ ବୃଦ୍ଧି କରିବ: ରକ୍ଷା ମନ୍ତ୍ରୀ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ନୌସେନା ବୁଧବାର ମିଳିତ ଭାବେ ସ୍ୱଦେଶୀ ଭାବେ ବିକଶିତ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛନ୍ତି । ସ୍ୱଦେଶୀ ଭାବେ ବିକଶିତ ଏହି କ୍ଷେପଣାସ୍ତ୍ରକୁ ଭୂପୃଷ୍ଠରୁ ଆକାଶ ମାର୍ଗକୁ ଭୂଲମ୍ବ ଭାବେ ନିକ୍ଷେପ କରାଯାଇପାରିବ। ଓଡ଼ିଶା ଉପକୂଳ ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ଘାଟି (ଆଇଟିଆର)ରୁ ମଧ୍ୟାହ୍ନ ପ୍ରାୟ ୧୨ଟା … Continue reading ଓଡ଼ିଶା ଉପକୂଳରୁ ସ୍ୱଦେଶୀ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ