ଅଧିକ ଲୁଣ ଖାଉଛନ୍ତି କି? ହୋଇଯାଆନ୍ତୁ ସାବଧାନ 

ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ଭୟଙ୍କର ରୋଗ। ଲୁଣ ଏପରି ଏକ ଦ୍ରବ୍ୟ ଯାହା ଦୈନନ୍ଦିନ ପ୍ରତ୍ୟେକ ବ୍ୟକ୍ତିଙ୍କ ରୋଷେଇ ଘରେ ଏହା ବ୍ୟବହାର ହୋଇଥାଏ । ବିନା ଲୁଣରେ କୌଣସି ଖାଦ୍ୟ ଖାଇ ହୁଏନାହିଁ ଏବଂ ଲୁଣ ବିନା କୌଣସି ଖାଦ୍ୟର ସ୍ୱାଦ ମଧ୍ୟ ନଥାଏ । ତେବେ କିଛି ଲୋକ ଅତ୍ୟଧିକ ମାତ୍ରାରେ ଲୁଣ ଖାଇଥାନ୍ତି । ସେମାନଙ୍କ ପକ୍ଷରେ ବିନା ଲୁଣରେ କୌଣସି ଖାଦ୍ୟ ଖାଇବା ଅସମ୍ଭବ ହୋଇଯାଇଥାଏ । ଯଦି … Continue reading ଅଧିକ ଲୁଣ ଖାଉଛନ୍ତି କି? ହୋଇଯାଆନ୍ତୁ ସାବଧାନ