ହାତୀ ଚଳପ୍ରଚଳ ଅଞ୍ଚଳରେ ଟ୍ରେନ ଯାତାୟାତ ସୁଗମ ପାଇଁ ରେଳବାଇ ଓ ବନବିଭାଗର ଗୁରୁତ୍ୱ

Elephant: ରେଳ ଧାରଣାରେ ହାତୀ ମୃତ୍ୟୁକୁ ଏଡାଇବା ପାଇଁ ବିଭିନ୍ନ କାର୍ଯ୍ୟ ପନ୍ଥା ପ୍ରସ୍ତୁତ କରାଯାଇଥିଲା। ଖୋର୍ଦ୍ଧା ରୋଡ଼ ରେଳବାଇ କର୍ତ୍ତୃପକ୍ଷ ଏବଂ ବନ ଅଧିକାରୀଙ୍କ ମଧ୍ୟରେ ଏକ ସମନ୍ୱୟ ବୈଠକ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ କାର୍ଯ୍ୟାଳୟ ରେ ଥିବା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ହାତୀମାନଙ୍କର ସୁଗମ ଯାତାୟାତ, ଦୁର୍ଘଟଣାକୁ ଏଡାଇବା ଏବଂ ଅତ୍ୟଧିକ ହାତୀ ସତର୍କତା କାରଣରୁ ଟ୍ରେନ୍ ବିଳମ୍ବକୁ ହ୍ରାସ କରିବା ପାଇଁ ରେଳ କର୍ତ୍ତୃପକ୍ଷ ଏବଂ ବନ ଅଧିକାରୀଙ୍କ ମଧ୍ୟରେ … Continue reading ହାତୀ ଚଳପ୍ରଚଳ ଅଞ୍ଚଳରେ ଟ୍ରେନ ଯାତାୟାତ ସୁଗମ ପାଇଁ ରେଳବାଇ ଓ ବନବିଭାଗର ଗୁରୁତ୍ୱ