ସଙ୍କଟରେ ଗଜରାଜ , ଶିମିଳିପାଳ ଅଭୟାରଣ୍ୟ ଭିତରେ କୁଙ୍କି ହାତୀ ଭବାନୀର ମୃତ୍ୟୁ

ସଙ୍କଟରେ ଗଜରାଜ । ଶିମିଳିପାଳ ଅଭୟାରଣ୍ୟ ଭିତରେ କୁଙ୍କି ହାତୀ ଭବାନୀର ମୃତ୍ୟୁ । ଅଭୟାରଣ୍ୟ ଭିତରେ ଜେନାବିଲ ଠାରେ ତାକୁ ରଖାଯାଇଥିଲା ଗତ ୨୦୦୧ ମସିହା ରେ ଶିମିଳିପାଳକୁ ଏକ ସାଙ୍ଗରେ କର୍ଣ୍ଣାଟକରୁ ତିନୋଟି ହାତୀ ଶୋଭା ଭବାନୀ ଓ ମହେନ୍ଦ୍ରକୁ ଅଣାଯାଇଥିଲା । ଗତ କିଛି ମାସ ପୂର୍ବରୁ ଶୋଭାର ମୃତ୍ୟୁ ହୋଇଥିବା ବେଳେ ଗତ ଜାନୁଆରୀ ୧୨ ତାରିଖରେ ମହିନ୍ଦ୍ରାର ମୃତ୍ୟୁ ହୋଇଥିଲା । ତେବେ ଆଜି ଭବାନୀର ମୃତ୍ୟୁ ସମ୍ପର୍କରେ ଖବର … Continue reading ସଙ୍କଟରେ ଗଜରାଜ , ଶିମିଳିପାଳ ଅଭୟାରଣ୍ୟ ଭିତରେ କୁଙ୍କି ହାତୀ ଭବାନୀର ମୃତ୍ୟୁ