ଓଡ଼ିଶାରେ ପ୍ରତିଷ୍ଠା ହେବ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଅପରେସନ କେନ୍ଦ୍ର

Health: ୨୦୨୪ ବର୍ଷ ପାଇଁ ଆଇଏଚ୍ଆଇପି ପ୍ରଦର୍ଶନରେ ପ୍ରଥମ ସ୍ଥାନ ହାସଲ କରିଛି ଓଡ଼ିଶା ରାଜ୍ୟରେ ଜନସ୍ୱାସ୍ଥ୍ୟକୁ ଅଧିକ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଲୋକସଭା ଭବନସ୍ଥିତ ବିଭାଗୀୟ ସମ୍ମିଳନୀ କକ୍ଷରେ ‘ଏକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମର ଷ୍ଟେଟ ଆକ୍ସନ ପ୍ଲାନ ଏବଂ ଆଇଡିଏସପି-ଆଇଏଚ୍ଆଇପିର ବାର୍ଷିକ ରିପୋର୍ଟର ଉନ୍ମୋଚନ କରିଛନ୍ତି । ‘ଏକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମ ଅଧୀନରେ ଓଡ଼ିଶାରେ ଏକ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଅପରେସନ କେନ୍ଦ୍ର  ପ୍ରତିଷ୍ଠା … Continue reading ଓଡ଼ିଶାରେ ପ୍ରତିଷ୍ଠା ହେବ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଅପରେସନ କେନ୍ଦ୍ର