ବିଦାୟ ନେଉଛି ୨୦୨୪, ବର୍ଷର ଶେଷ ସୂର୍ଯ୍ୟୋଦୟ ଦେଖିବାକୁ ଚନ୍ଦ୍ରଭାଗାରେ ପର୍ଯ୍ୟଟକଙ୍କ ଭିଡ

ବିଦାୟ ନେଉଛି ୨୦୨୪ । ନୂଆ ଆଶା, ଉଦ୍ଦୀପନା ନେଇ ପୁଣି ଆରମ୍ଭ ହେବ ନୂଆ ବର୍ଷ । ୨୦୨୫କୁ ସ୍ୱାଗତ କରିବା ପାଇଁ ସବୁଠୁ ପ୍ରସ୍ତୁତି ଆରମ୍ଭ ହେଲାଣି । ଅର୍କକ୍ଷେତ୍ରରେ ବର୍ଷର ଶେଷ ସୂର୍ଯ୍ୟୋଦୟ ଦେଖିବା ପାଇଁ ଚନ୍ଦ୍ରଭାଗାରେ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକଙ୍କ ଭିଡ଼ , ଦୂରଦୂରନ୍ତରୁ ପର୍ଯ୍ୟଟକ ମାନେ ଆସି ଭୋର ୫ଟାରୁ ଆସି ଚନ୍ଦ୍ରଭାଗା ମହୋଦଧି କୂଳରେ ପହଞ୍ଚିଥିଲେ । ବର୍ଷର ଶେଷ ସୂର୍ଯ୍ୟୋଦୟକୁ ଦେଖିବା ପାଇଁ ଅପେକ୍ଷା କରିଥିଲେ … Continue reading ବିଦାୟ ନେଉଛି ୨୦୨୪, ବର୍ଷର ଶେଷ ସୂର୍ଯ୍ୟୋଦୟ ଦେଖିବାକୁ ଚନ୍ଦ୍ରଭାଗାରେ ପର୍ଯ୍ୟଟକଙ୍କ ଭିଡ