ଆଜିର ସୁନା-ରୁପା ଦାମ କ’ଣ ଅଛି ଆପଣଙ୍କ ସହରରେ, ଜାଣନ୍ତୁ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୯ ହଜାର ୪୭୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୨, ୬୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୯, ୨୦୦ ଟଙ୍କା ଥିଲା । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ … Continue reading ଆଜିର ସୁନା-ରୁପା ଦାମ କ’ଣ ଅଛି ଆପଣଙ୍କ ସହରରେ, ଜାଣନ୍ତୁ